
ଯାଜପୁର ରୁ ରଂଜିତ ମହାନ୍ତି ଙ୍କ ରିପୋର୍ଟବ୍ଲକ ଟପ୍ପରଙ୍କୁ ଶୁଭେଚ୍ଛା ଜଣାଇଲେ ଇଂ ପ୍ରୀତିରଞ୍ଜନ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସୁକିନ୍ଦା ବ୍ଲକରେ ଟପ୍ପର ହୋଇଛନ୍ତି ଦୁଧୁଯୋରୀ ପଞ୍ଚାୟତର କଞ୍ଚିଚୁଆ ଶିବମ ନାୟକ । ଆଜି ତାଙ୍କୁ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ସହତାଙ୍କ ଭବିଷ୍ୟତର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ।




